Compartir
London Chithi (en Oriya)
Golok Bihari Dhal
(Autor)
·
Black Eagle Books
· Tapa Blanda
London Chithi (en Oriya) - Dhal, Golok Bihari
$ 82.028
$ 164.056
Ahorras: $ 82.028
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Miércoles 03 de Julio y el
Miércoles 17 de Julio.
Lo recibirás en cualquier lugar de Colombia entre 1 y 5 días hábiles luego del envío.
Reseña del libro "London Chithi (en Oriya)"
ଲଣ୍ଡନରେ ଥିବାବେଳେ ଛାତ୍ର, ଶିକ୍ଷକ, ସାଥୀ, ଶୁଭେଚ୍ଛୁ ଅନେକଙ୍କଠାରୁ ଚିଠି ପାଉଥିଲି, "ଆପଣ ଆଉ ଲେଖନ୍ତୁ, ବିଲାତ କଥା ବେଶୀ କରି ଜଣାନ୍ତୁ"; ସୁଖୀ ହୁଏ । କାମ କରି କରି ଚିଟା ଲାଗିଲେ ଏଠି ସେଠି ବସି ଯା' ଆଖିକୁ ଦିଶେ, ଯା' ଅନୁଭୂତିରେ ଆସେ ଲେଖି ଦେଉଥିଲି । କେତେବେଳେ ଗଛ ମୂଳରେ କେତେବେଳେ ପାର୍କ ପଡ଼ିଆରେ, କେବେ ଲାବୋରେଟୋରୀରେ; କେବେ ଅବା ଶନିବାରର ସନ୍ଧ୍ୟା ବିଛଣା ପରେ । ତହିଁରେ ମନ ମେଣ୍ଟିବା ସଙ୍ଗେ ଅବସାଦ ବି ମେଣ୍ଟି ଯାଉଥିଲା । ଯା' ଅଙ୍ଗେ ଲିଭାଇଛି, ଲେଖିଛି । ଅନୁଭୂତି ସଂପୂର୍ଣ୍ଣ ବ୍ୟକ୍ତିଗତ, ନିଜର । ଏହା ବିଲାତ ଜୀବନର 'ବେଦଗାର' ନୁହେଁ, ଜଣକର ଅନୁଭୂତି ମାତ୍ର । ବିଲାତ ଛଡ଼ା ଫ୍ରାନ୍]ସ ବିଷୟରେ ଏଥିରେ ଦୁଇଚାରି କଥା ମଧ୍ୟ ଅଛି । ଘରକୁ ଫେରି ଅନେକଙ୍କଠୁ ଶୁଣିଲି, "ଏକାଠି କରି ଦିଅନ୍ତୁ, ପ୍ରଜାତନ୍ତ୍ରରୁ ଆପଣଙ୍କ ଲେଖା ଆମେ ଅନେକଟା ପଢ଼ିଛୁ ।" ଯେତେ ଯିଏ ପ୍ରେରଣା ଦେଇଛନ୍ତି, ସମସ୍ତଙ୍କ ନିକଟରେ ମୁଁ କୃତଜ୍ଞ; ଓଡ଼ିଶାର ସୁପରିଚିତ ଲେଖକ ଶ୍ରୀ ଅନନ୍ତପ୍ରସାଦ ପଣ୍ଡାଙ୍କ ନିକଟରେ ବେଶୀ । ବାରମ୍ବାର ଲେଖିବା ପାଇଁ ସେ ବରାବର ମୋତେ ସସ୍ନେହ ପ୍ରେରଣା ଦେଇଛନ୍ତି । ପ୍ରକାଶ ଓ ପ୍ରଚାର ପାଇଁ 'ପ୍ରଜାତନ୍ତ୍ର'ଙ୍କୁ ଧନ୍ୟବାଦ । ଘରେ ଲେଖାର କପି ନପାଇ ହତାଶ ହେଲି । ମାତ୍ର ଦୁନିଆରେ ସହାୟତାର ଅଭାବ ନାହିଁ ବୋଧହୁଏ । ବିଲାତ ଫେରନ୍ତା ପ୍ରାଣୀତତ୍ତ୍ୱବିତ୍ ଅଧ୍ୟାପକ ବନ୍ଧୁ ଡାକ୍ତର ବସନ୍ତକୁମାର ବେହୁରା ଓ ରେଭେନ୍]ସା କଲେଜ Ĝ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.