Compartir
Sachitra Andhara (en Oriya)
Ramakanta Rath
(Autor)
·
Black Eagle Books
· Tapa Blanda
Sachitra Andhara (en Oriya) - Rath, Ramakanta
Libro Nuevo
Importado
Envío: 18 a 24 días háb.
$ 131.396$ 65.698
Costos de importación incluídos en el precio ✅
Reseña del libro "Sachitra Andhara (en Oriya)"
ବୁଦ୍ଧି ଓ ଆବେଗ ଭିତରେ ପ୍ରାର୍ଥକ୍ୟ ବା ଆବେଗର ପ୍ରାଧାନ୍ୟ ସାବ୍ୟସ୍ତ କରିବା ମୋର ଉଦ୍ଦେଶ୍ୟ ନୁହେଁ । ଏକ ମାର୍ଜିତ ଚିତ୍ତବୃତ୍ତିରେ ଏ ଦୁଇ ଉପାଦାନ ଅଭିନ୍ନ ଭାବେ ମିଶ୍ରିତ । ସାହିତ୍ୟ ସୃଷ୍ଟି କଲାବେଳେ ଛବିଟିଏ ଆଙ୍କିଲା ବେଳେ, ଗୀତଟିଏ ଗାଇଲା ବେଳେ ବୁଦ୍ଧି କାମ କରୁଥାଏ, ନଚେତ୍ ରଚନା ଭାବଜ୍ଞାପକ ହେବ ନାହିଁ, ବିଭିନ୍ନ ରଙ୍ଗକରି ତ୍ରୁଟିପୂର୍ଣ୍ଣ ବ୍ୟବହାର ଫଳରେ ବା ଅନୁପାତ ଅଭାବରେ ଛବିଟି ନିକୃଷ୍ଟ ହୋଇଯିବ, ଗୀତଟି ବେସୁରା ହୋଇଯିବ । ସେପରି ଗୋଟିଏ ସମସ୍ୟାର ସମାଧାନ ପାଇଯିବା ମୁହୂର୍ତ୍ତରେ ବୈଜ୍ଞାନିକ ଭାବାତିଶଯ୍ୟରେ ବିହ୍ୱଳ ହୋଇପଡ଼େ । ସେ ବୁଦ୍ଧି କିନ୍ତୁ ଉଦ୍ଦେଶ୍ୟମୂଳକ ଓ ପୂର୍ବବର୍ଣ୍ଣିତ ବୁଦ୍ଧିଠାରୁ ଅଲଗା । ଯଦି ପୂର୍ବବର୍ଣ୍ଣିତ ବୁଦ୍ଧି ଓ ଆବେଗ ଭିତରେ ଗୋଟିକ ବାଛିବାକୁ ପଡ଼େ, ତେବେ ଏହି ନିନ୍ଦିତ, ଅପରିଣାମଦର୍ଶୀ ଭାବବିହ୍ୱଳତା କେଡ଼େ ଶ୍ରେୟସ୍କର । ବେଳେବେଳେ ଏହା ଫଳରେ କବିତାଟିଏ ବା ଗପଟିଏ ଲେଖି ହୋଇଯାଏ, ଛବିଟିଏ ଆଙ୍କି ହୋଇଯାଏ, ମୂର୍ତ୍ତିଟିଏ ଗଢ଼ି ହୋଇଯାଏ । ବହୁତ ବର୍ଷ ପରେ, ଦିନେ ନିରୋଳାରେ ବସିଥିବାବେଳେ, ଲୋକଟିଏ କବିତାଟି କି ଗପଟି ପଢ଼ି ବା ସେ ଛବିଟି କିମ୍ବା ମୂର୍ତ୍ତିଟି ଦେଖି ଚମକି ପଡ଼ିପାରେ । ଏମିତି ଚମକି ପଡ଼ିବା ମୁହୂର୍ତ୍ତରେ ସେ ସଭ୍ୟତାର ନିରବଚ୍ଛିନ୍ନ ସ୍ରୋତ ସହିତ ହଠାତ୍ ସଂଯୁକ୍ତ ହୋଇଯାଏ, ଅସଂଖ୍ୟ ବ୍ୟକ୍ତି-ମୃତ୍ୟୁ ସତ୍ତ୍ୱେ ବିଦ୍ୟମାନ ଜୀବନ୍ତ ମଣିଷ ମୂର୍&
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.